ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ କରୋନାରେ ୧୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬ ହଜାର ୪୮୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୯୩୮କୁ ବୃଦ୍ଧି ପାଇଛି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୭୯ହଜାର ୯୭୯ କୁ ବୃଦ୍ଧି ପାଇଛି । ଆକ୍ଟିଭ କେସ୍୍୧ ଲକ୍ଷ ୫୬ ହଜାର ୫୯୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୬୩ ହଜାର ୪୫୧ରେ ପହଞ୍ଚିଛି ।





More Stories
ଇରାନକୁ ଟ୍ରମ୍ପଙ୍କ ଚେତାବନୀ…..
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….