ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରର ଗୋଦିଆଁରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ବାଇକ୍ ଆରୋହୀଙ୍କୁ ରକ୍ଷା କରିବାକୁ ଯାଇ ଏକ ବସ୍ ଓଲଟି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାସହ ପ୍ରାୟ ୩୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହ ଘଟଣାର ତଦନ୍ତ ଜାରି ରହିଛି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..