ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ-କାଶ୍ମୀର ପୁଞ୍ଛ ଜିଲ୍ଲାର ସୁରନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ସେନା ପୋଷ୍ଟ ଉପରେ ଗ୍ରେନେଡ ଆକ୍ରମଣ କରିଛନ୍ତି। ତେବେ ଏହି ଆକ୍ରମଣରେ ମୃତାହତ ନେଇ କୌଣସି ସୂଚନା ନାହିଁ। ଆତଙ୍କବାଦୀମାନେ ସେନା ପୋଷ୍ଟ ଉପରକୁ ଦୁଇଟି ଗ୍ରେନେଡ ଫିଙ୍ଗିଥିଲେ, ସେଥିମଧ୍ୟରୁ କେବଳ ଗୋଟିଏ ବିସ୍ଫୋରଣ ହୋଇଥିଲା। ଘଟଣା ପରେ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଧରିବା ପାଇଁ ବଡ଼ ଧରଣର ଅଭିଯାନ ଆରମ୍ଭ କରିଛନ୍ତି।






More Stories
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..
କଂଗ୍ରେସ ଉପରେ ବର୍ଷିଲେ ଶାହା…..