ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ ସ୍ଥିତି ଦେଖାଦେଇଛି । ଫଳରେ ବାଚସ୍ପତି ସୁରମା ପାଢୀ ଦିନ ୧୧ଟା ୩୦ ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତିକୁ ବିରୋଧ କରି ଗୃହରେ ହଟ୍ଟଗୋଳ ସହ ହୋହଲ୍ଲା ହୋଇଛି । ଗତକାଲି ଏଏସଓ ଚାକିରି ବିକ୍ରି ହୋଇଥିବା ଗୃହରେ ବିବୃତ୍ତି ରଖିଥିଲେ ମୁଖ୍ୟମନ୍ତ୍ରୀ । ବାଚସ୍ପତିଙ୍କ ପୋଡିୟମ୍ ତଳେ ବିଜେଡିର ହୋହଲ୍ଲା, ନାରାବାଜି ପରେ ଗୃହକୁ ମୁଲତବୀ ଘୋଷଣା କରାଯାଇଛି ।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..