ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..
ଟୁରିଷ୍ଟ ବସ୍ ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ପୁରୀ ଆସିଲେ ଶାନ୍ତି ମିଳେ……