ରିପୋର୍ଟ କାର୍ଡ / ପୁରୀ
ପୁରୀ ଶ୍ରୀମନ୍ଦିର ଭିତରେ ସୋମବାର ସେବକ-ସେବକ ପିଟାପିଟି ହୋଇଛି । ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ପାଦୁକ ବଣ୍ଟନକୁ ନେଇ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି । ଖବର ପାଇ ପୋଲିସ ପହଞ୍ଚି ଥାନାକୁ ଆଣିବା ପରେ ମଧ୍ୟ ଥାନାରେ ହାତାହାତି ହୋଇଛନ୍ତି । ପରସ୍ପରକୁ ଆକ୍ରମଣ ସମୟରେ ଜଣେ ବରିଷ୍ଠ ସେବାୟତ ଆହତ ହୋଇଛନ୍ତି । ସିଂହଦ୍ୱାର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..