ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ଵର ଏମ୍ସ ହସ୍ପିଟାଲରେ ରୋଗୀଙ୍କ ଆତ୍ମହତ୍ୟା ଅଭିଯୋଗ ହୋଇଛି। ଆଜି ସକାଳୁ ଅର୍ଥୋପେଡିକ୍ ଓ୍ବାର୍ଡରୁ ଜରେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଫ୍ୟାନରେ ଗାମୁଛା ଲଗାଇ ସେ ଆତ୍ମହତ୍ୟା କରିଛନ୍ତି। ମୃତକ ୭୦ ବର୍ଷୀୟ ଜଣେ ବୃଦ୍ଧ ହୋଇଥିବା ଜଣାପଡିଛି। ମୃତକଙ୍କ ଘର ଯାଜପୁର ଜିଲ୍ଲା ଅଟଳପୁର ଗାଁରେ। ମିଳିଥିବା ସୂଚନା ଅନୁସାରେ ଡିସେମ୍ବର ୫ ତାରିଖରେ ତାଙ୍କୁ ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି କରାଯାଇଥିଲା।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..