Report Card Odisha

| Daily Odia News

ଦିଲ୍ଲୀ,ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱାର

ଗରୁବାରଠାରୁ ୫ ଦିନିଆ ଗସ୍ତରେ ଦିଲ୍ଲୀ ଓ ରାଜସ୍ଥାନ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨୧ ଯାଏ ରାଜସ୍ଥାନରେ ରହିବେ। ପରେ ଦିଲ୍ଲୀରେ ୫୫ତମ ଜିଏସ୍ଟି ବୈଠକରେ ଯୋଗ ଦେବେ।ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଇଥିଲେ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର ଷ୍ଟ୍ରିପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହା ପରେ ତାଙ୍କୁ ଦଳୀୟ କର୍ମୀ, ନେତା, ସ୍ଥାନୀୟ ଲୋକ ମାନେ ଭବ୍ୟ ସ୍ଵାଗତ କରିବା ସହ ଏକ ଶୋଭାଯାତ୍ରାରେ ବାଲିଆଗୋଡା ଗ୍ରାମ କୁ ଯାଇ ସେଠାରେ ସାନ୍ତାଳୀ ଆଲ ଇଣ୍ଡିଆ ସାନ୍ତାଳୀ ରାଇଟରସ ଆସୋସିଏସନ୍ର ୭ମ ବାର୍ଷିକ ଉତ୍ସବ ରେ ଯୋଗ ଦେଇଥିଲେ।

Breaking News