ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ଦିଆଯାଇଛି। ୨୦୦୬ ବ୍ୟାଚର ଆଇଏଏସ, ଇଣ୍ଟର-କ୍ୟାଡର ଡେପୁଟେସନରେ ଆସିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ରିଷ୍ଠ ଆଇଏଏସ ଅଧିକାରୀ ମନୋଜ ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି ଏବଂ ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି।






More Stories
ଡାକ୍ତର ଆନ୍ଦୋଳନ ସ୍ଥଗିତ…..
ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…..
ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ……