ରିପୋର୍ଟ କାର୍ଡ / ଭୁବନେଶ୍ୱର
ଖୁବ୍ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍ ସହ କେନ୍ଦ୍ରୀୟ ଟିମ୍ର ଆଲୋଚନା ହୋଇଛି। ଏହି ଯୋଜନାକୁ କିଭଳି କାର୍ଯ୍ୟକାରୀ କରାଯିବ ସେ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ନୂଆ ଆର୍ଥିକ ବର୍ଷ ପୂର୍ବରୁ ଏହି ଯୋଜନା କାର୍ଯକାରୀ ହେବା ନେଇ ଆଶାବାଦୀ ରହିଛୁ ବୋଲି ସଚିବ କହିଛନ୍ତି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….