ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଖ୍ୟାତ ଫିଲ୍ମ ନିର୍ଦ୍ଦେଶକ ଶ୍ୟାମ ବେନେଗଲଙ୍କ ପରଲୋକ ଘଟିଛି । ୯୦ ବର୍ଷ ବୟସରେ ଶ୍ୟାମ ବେନେଗଲ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବୟସାଧିକ କାରଣରୁ ଦୀର୍ଘଦିନରୁ ସେ ଅସୁସ୍ଥ ଥିଲେ । ୧୮ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସହ ଦାଦା ସାହେବ ଫାଲକେ ସମ୍ମାନରେ ସମ୍ମାନିତ ହୋଇଛନ୍ତି ଶ୍ୟାମ ବେନେଗଲ । ଅଙ୍କୁର, ନିଶାନ୍ତ, ମନ୍ଥନ, ଭୂମିକା, ମଣ୍ଡି ତାଙ୍କର ପ୍ରସିଦ୍ଧ ଚଳଚ୍ଚିତ୍ର । ତାଙ୍କ ପରଲୋକରେ ସିନେମା ଜଗତରେ ଦୁଃଖର ଲହରୀ ଖେଳିଯାଇଛି ।






More Stories
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ…..
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..