ରିପୋର୍ଟ କାର୍ଡ / କୋରାପୁଟ
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋରାପୁଟ ଜିଲ୍ଲ ବୋରିଗୁମ୍ମା ତହସିଲର ରାଜସ୍ବ ନିରୀକ୍ଷକ (ଆରଆଇ) ସୁରେନ୍ଦ୍ର କୁମାର ତନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଗୁରୁବାର ସୁରେନ୍ଦ୍ରଙ୍କ ଘରେ ଚଢ଼ାଉ କରାଯାଇଛି। ଘର ସମେତ କୋରାପୁଟ ଏବଂ ଜୟପୁରରେ ଥିବା ସୁରେନ୍ଦ୍ରଙ୍କ ୮ଟି ଠିକଣାରେ ଅଧିକାରୀମାନେ ଚଢ଼ାଉ ଜାରି ରଖିଛନ୍ତି। ଭିଜିଲାନ୍ସ ବିଭାଗର ୩ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ଏବଂ ୫ ଜଣ ଏଏସଆଇ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..