ରିପୋର୍ଟ କାର୍ଡ / ପୁରୀ
ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍ ରନ୍। ଏନେଇ ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ଭିଡ ରହିବ। ଜାନୁଆରୀ ୨୦ରୁ ୨୨ ଭିତରେ ଧାଡି ଦର୍ଶନ ପୂର୍ଣ୍ଣାଙ୍ଗ ଭାବେ ଲାଗୁ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….