ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି | ଡିସେମ୍ବର ୩୧ରେ ଶ୍ରୀ ଆହୁଜାଙ୍କର କାର୍ଯ୍ୟକାଳ ଶେଷ ହେଉଥିଲା | ଆଜି ରାଜ୍ୟ ସରକାର ଏକ ବର୍ଷ ଯାଏଁ ମନୋଜ ଆହୁଜାଙ୍କ କାର୍ଯ୍ୟ କାଳ ବୃଦ୍ଧି କରିଛନ୍ତି | ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।






More Stories
ଡିଇଏଲ୍ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍…..
ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଡିଜିପିଙ୍କ ସମୀକ୍ଷା….
୧୩ରେ ରାଜ୍ୟ କ୍ୟାବିନେଟ୍…..