ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତମାସ ୧୫ତାରିଖ ସୁଦ୍ଧା ରାସନକାର୍ଡର ଆଧାରଭିତ୍ତିକ ଇ-କେୱାଇସି ଯାଂଚ ପ୍ରକ୍ରିୟା ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ରାଜ୍ୟ ଭିତରେ ରାସନକାର୍ଡ ହିତାଧିକାରୀ ଥିବା ବୃଦ୍ଧବୃଦ୍ଧା ଓ ଅସୁସ୍ଥ ଲୋକଙ୍କୁ ଭେଟି କେୱାଇସି ଯାଂଚ କରିବା ନିମନ୍ତେ ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ବାହାରେ ଥିବା ଶ୍ରମିକମାନେ ଯୋଗାଯୋଗ କଲେ ସେଠାକୁ ମଧ୍ୟ ସରକାରୀ କର୍ମଚାରୀଙ୍କୁ ପଠାଯିବ ବୋଲି ରାଜ୍ୟ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ।






More Stories
ଭଡ଼ାଘର ଦେବେ ସରକାର…..
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..