ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ରାଜରାସ୍ତାରୁ ବୁଲା ଗାଈଗୋରୁ ହଟିବେ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ପ୍ରଦାନ କରିଛନ୍ତି। କାଞ୍ଜିଆହଦାଗୁଡିକୁ ପୁଣି କାର୍ଯ୍ୟକ୍ଷମ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟରେ ଅଧିକ ଗୋଶାଳା ନିର୍ମାଣ କରାଯିବ ଗୋଶାଳାରେ ଅସହାୟ ଗାଈଗୋରୁଙ୍କୁ ରଖାଯିବ। ସେହିପରି ଅସହାୟ ଗାଈଗୋରୁଙ୍କ ଯତ୍ନ ନେଉଥିବା ବ୍ୟକ୍ତି ବିଶେଷଙ୍କୁ ୨୦ ହଜାର ଟଙ୍କା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..