ରିପୋର୍ଟ କାର୍ଡ / ନୂଆଦିଲ୍ଲୀ/ଭୁବନେଶ୍ୱର
ଆଜିଠୁ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଧନୁଯାତ୍ରା ମହୋତ୍ସବକୁ ଉଦ୍ଘାଟନ କରିବେ। ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବରଗଡ଼ ଧନୁଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ଧନୁଯାତ୍ରାର ସଫଳ ଆୟୋଜନ ପାଇଁ ରାଷ୍ଟ୍ରପତି କାମନା କରିଛନ୍ତି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……