ରିପୋର୍ଟ କାର୍ଡ / ପୁରୀ
ପୁଣି ଫେରିଛି ବାର୍ଡ ଫ୍ଲୁ। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳର ବିଭିନ୍ନ କୁକୁଡ଼ା ଫର୍ମରେ ଶତାଧିକ ସଂଖ୍ୟାରେ କୁକୁଡ଼ା ମାରୁଥିବା ଦେଖାଯାଇଛି। ଏହାସହିତ କିଛି ସ୍ଥାନରେ କାଉ ମରି ପଡ଼ିଥିବା ଦେଖିବାକୁ ମିଳୁଛି | ଯାହାକୁ ନେଇ କୃଷ୍ଣପ୍ରସାଦ ବ୍ଲକ୍ରେ ବାର୍ଡ ଫ୍ଲୁ ହୋଇଥବା ସନ୍ଦେହ କରାଯାଉଛି।
More Stories
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..
ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା…..