ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ପ୍ରବାସୀ ଭାରତୀୟ ଦିବସର ତୃତୀୟ ତଥା ଉଦଯାପନୀ ଦିବସରେ ସମ୍ମିଳନୀରେ ଯୋଗ ଦେଇଥିବା ପ୍ରବାସୀ ଓଡ଼ିଆମାନଙ୍କୁ ସାକ୍ଷାତ କରିବେ । ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସମିଳନୀର ଭିଆଇପି ପାଭିଲିଆନ ହଲ ନମ୍ବର ଏକ (୧ ) ଠାରେ ଏହି ସାକ୍ଷାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି।






More Stories
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..
ପିଏମ୍-ସୂର୍ଯ୍ୟ ଘର ସହ ଯୋଡ଼ି ହେବ ପିଏମ୍-ଆବାସ ଯୋଜନା…..
ରଥଯାତ୍ରାରେ ଅଧାକୁ କମିବ କର୍ଡନ୍ ପାସ୍…..