ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁଭଦ୍ରା ରୁ ଅପଟ ଆଉଟ ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। ଭୁଲରେ ଅପଟ୍ ଆଉଟ ହିତାଧିକାରୀଙ୍କ ପାଇଁ ପୋର୍ଟାଲରେ ବ୍ୟବସ୍ଥା ହୋଇଛି। ‘ସୁଭଦ୍ରା’ ପୋର୍ଟାଲରେ ନୂଆ ବ୍ୟବସ୍ଥା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି ଯେ ପୋର୍ଟାଲରେ ନୂଆ ଅପଟ୍ ଇନ ବ୍ୟବସ୍ଥା କରାଯାଇଛି। ପୋର୍ଟାଲରେ ଲଗ ଅନ କରି ଅପଟ୍ ଇନ୍ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା କହିଛନ୍ତି।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..