ରିପୋର୍ଟ କାର୍ଡ / ଝାରସୁଗୁଡା
ସ୍ବର୍ଗତଃ ନବ ଦାସଙ୍କ ବଡ଼ ଭାଇ ବ୍ରଜଙ୍କ ଘରେ ଆଇଟି ରେଡ୍ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢଉ । ଆୟକର ଟିମ୍ ୧୦ଟି ଗାଡ଼ିରେ ଆସି ଚଢ଼ାଉରେ ନିୟୋଜିତ ଅଛନ୍ତି। ତେବେକେବେଠୁ ବ୍ରଜ ଆୟକର ଟ୍ୟାକ୍ସ ଦେଉ ନ ଥିଲେ , ତାଙ୍କ ଉପରେ କେତେ ଟଙ୍କାର ବକେୟା ଟିକସ ରହିଛି , କେବଳ ସମ୍ବଲପୁର କମ୍ବା ଅନ୍ୟ କେଉଁ ଠିକଣାରେ ରେଡ ଚାଲିଛି ସେସବୁ ଏଯାବତ୍ ଜଣାପଡିନାହିଁ । ତେବେ ୧୦ଟି ଗାଡିରେ ଆୟକର ବିଭାଗର ଅଧିକାରୀମାନେ ଆସି ସକାଳ ୬ଟାରୁ ବ୍ରଜଙ୍କ ସମ୍ବଲପୁର ଘରେ ଯାଞ୍ଚ କରୁଥିବା ଜଣାପଡିଛି। ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ ହୋଇଥିଲା। ଏହା ଦ୍ବିତୀୟଥର ରେଡ ହେଉଛି।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..