ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆରଜି କର ମେଡିକାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ ହୋଇଛି। ଶନିବାର ସଞ୍ଜୟକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ପଶ୍ଚିମବଙ୍ଗର ସିଆଲଦା କୋର୍ଟ। ଆସନ୍ତା ୨୦ରେ ସଞ୍ଜୟ ରାୟକୁ ଦଣ୍ଡ ଶୁଣାଇବେ କୋର୍ଟ । କୋର୍ଟ କହିଛନ୍ତି ଯେ, ଅଭିଯୁକ୍ତଙ୍କ ବିରୋଧରେ ବିଏନ୍ଏସ୍ ଧାରା ୬୪,୬୬, ୧୦୩/୧ ଲାଗୁ କରାଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ରହିଛି ଯେ, ସେ ଆରଜି କର ମେଡିକାଲ କଲେଜର ବାହାନା କରି ହସ୍ପିଟାଲର ସେମିନାର ରୁମକୁ ଯାଇ ସେଠାରେ ବିଶ୍ରାମ ନେଉଥିବା ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ଆକ୍ରମଣ କରିଥିଲେ ଏବଂ ପରେ ତାଙ୍କୁ ହତ୍ୟା କରିଥିଲେ। ଡାକ୍ତରଙ୍କ ହତ୍ୟା ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ବିରୋଧରେ ମାମଲାର ଶୁଣାଣି ଜାନୁଆରି ୯ ରେ ଶେଷ ହୋଇଥିଲା, ଯେଉଁଥିରେ ୫୦ ସାକ୍ଷୀଙ୍କୁ ପଚରାଉଚରା କରାଯାଇଥିଲା। ଅଗଷ୍ଟ ୨୦୨୪ରେ ସକାଳେ ଉତ୍ତର କୋଲକାତାର ସରକାରୀ ମେଡିକାଲ କଲେଜ ଆର.ଜି କରରେ ଜଣେ ପ୍ରଶିକ୍ଷକ ମହିଳା ଡାକ୍ତରଙ୍କ ମୃତଦେହ ମିଳିଥିଲା। ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଥିଲା ଯେ, ଅପରାଧୀ ପ୍ରଥମେ ପୀଡିତାଙ୍କୁ ଦୁଷ୍କର୍ମ କରିଥିଲେ ଏବଂ ପରେ ତାଙ୍କୁ ଗଳା ଚିପି କରିଥିଲେ। ପ୍ରାରମ୍ଭରେ ଆର.ଜି କର ମେଡିକାଲ କଲେଜ ଦ୍ୱାରା କୁହାଯାଇଥିଲା ଯେ, ଏହା ଆତ୍ମହତ୍ୟା, କିନ୍ତୁ ପରେ ମାମଲାର ରହସ୍ୟ ଖୋଲିବା ଆରମ୍ଭ କରିଥିଲା। ଏହି ଘଟଣାର ସତ୍ୟତା ସମଗ୍ର ଦେଶକୁ
More Stories
ଭୋଟ୍ ଦେଲେ ରାଷ୍ଟ୍ରପତି,୯ ଟା ସୁଦ୍ଧା ୮.୧୦ ପ୍ରତିଶତ ମତଦାନ…..
ବସ୍ତି ଭିତରକୁ ପଶିଗଲା ମାଲଗାଡ଼ି ଟ୍ରେନ୍…..
୫ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..