ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଛି ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ ବ୍ୟକ୍ତିଙ୍କ ମୃତ ପୁଅର ପୋଷ୍ଟ ମର୍ଟମ ରିପୋର୍ଟ ପ୍ରଦାନ କରିବାକୁ ଅଭିଯୋଗକାରୀଙ୍କୁ ୫,୦୦୦ ମାଗିଥିଲେ। କିଛି ଦିନ ପୂର୍ବରୁ, ଅଭିଯୋଗକାରୀ ଡାକ୍ତରଙ୍କୁ ୨,୦୦୦ ଲାଞ୍ଚ ପ୍ରଦାନ କରିଥିଲେ। ତେବେ ଦ୍ବିତୀୟ କିସ୍ତିରେ ୨ ହଜାର ଟଙ୍କା ଅଢ଼େକ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧାରାପଡିଛନ୍ତି । ଧରାପଡ଼ିବା ପରେ ଡାକ୍ତରଙ୍କ ଦୁଇଟି ଘରେ ଭିଜିଲାନ୍ସ ଟିମ୍ର ରେଡ୍ କରୁଛି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..