ରିପୋର୍ଟ କାର୍ଡ / ପୁରୀ
ଏଏସ୍ଆଇ ପୁଣିଥରେ ଆଜିଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ । ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ଯ୍ୟନ୍ତ ଏଏସ୍ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା। ଆଜି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ ବୋଲି ଜଣାଯାଇଛି। ଆଜି ଦିନ ୧୨ଟା ପରେ ମରାମତି କାମ ଆରମ୍ଭ ହେବ ବୋଲି କୁହାଯାଉଛି।
More Stories
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..