ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅବସରପ୍ରାପ୍ତ ଆଇଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି | ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ। ରାଜ୍ୟ ସରକାର ଆଜି ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି।






More Stories
୨୨ରୁ ବିଧାନସଭା ଅଧିବେଶନ…….
ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ…..
୧୮ରୁ ଖୋଲିବ ସ୍କୁଲ୍….