ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମଝି ଆକାଶରେ ଦୁଇ ବିମାନ ଧକ୍କା ହୋଇଛି । ସେନା ହେଲିକପ୍ଟର ସହ ଯାତ୍ରୀବାହୀ ବିମାନ ଧକ୍କା ହୋଇଥିବା ସୂଚନା ମିଳିଛି । ଓ୍ବାଶିଂଟନ୍ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଯାତ୍ରୀ ବିମାନ ଅବତରଣ ବେଳେ ଧକ୍କା ହୋଇଥିବାବେଳେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ଉଡାଣ ଭରିବାକୁ ଥିବା ସମସ୍ତ ବିମାନ ବାତିଲ କରାଯାଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ସେପଟେ ପୁରା ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଆମେରିକା ରାଷ୍ଟ୍ରପତି।






More Stories
ବିଜୁ ବାବୁଙ୍କୁ ଟାର୍ଗେଟ୍ କରିନଥିଲି…..
ନୀତିନ ନବୀନଙ୍କ ଇସ୍ତଫା…..
ଓଏଏସ୍ ସ୍ତରରେ ଅଦଳବଦଳ…..