ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସଂସଦରେ ଆଜି ଦେଶର ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ପୂର୍ବରୁ, ୨୦୨୫ -୨୬ ଆର୍ଥିକ ବର୍ଷର ବଜେଟ୍ ରାଷ୍ଟ୍ରପତି ଏବଂ କ୍ୟାବିନେଟର ଅନୁମୋଦନ ପାଇଥିଲା। ଗରିବ, ମହିଳା ଠାରୁ ଚାଷୀ ପର୍ଯ୍ୟନ୍ତ ସମସ୍ତଙ୍କ ନଜର ୨୦୨୫ ସାଧାରଣ ବଜେଟ ଉପରେ ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….