ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୟାଗରାଜଠାରେ ମହାକୁମ୍ଭ ପରିଦର୍ଶନ କରିବା ସହ ସଙ୍ଗମରେ ବୁଡ଼ ପକାଇବେ ଓ ମା’ ଗଙ୍ଗାଙ୍କୁ ପ୍ରାର୍ଥନା କରିବେ। ଆଜି ଦିନ ୧୧ ଟାରେ ମହାକୁମ୍ଭରେ ସ୍ନାନ କରିବେ ମୋଦି | ଅନ୍ୟପଟେ ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ପାଇଁ ଭୋଟ ଗ୍ରହଣ ହେଉଥିବାରୁ ଥିବାରୁ ପ୍ରଧାନମନ୍ତ୍ରୀଙ୍କ ମହାକୁମ୍ଭ ସ୍ନାନକୁ ଗୁରୁତ୍ୱପୂର୍ଣ୍ଣ ମନେକରୁଛି । ଚଳିତ ଦିଲ୍ଲୀ ସାଧାରଣ ନିର୍ବାଚନ ଉଭୟ ବିଜେପି ଓ ଆପ୍ ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….