ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ। ଏହି କ୍ୟାବିନେଟ ବୈଠକରେ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ ଏବଂ ସଚିବମାନେ ଯୋଗ ଦେବେ ବୋଲି ଜଣାଯାଇଛି। ଆସନ୍ତା ୧୩ ତାରିଖରୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତେଣୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ସମେତ ବିଧାନସଭାରେ ଆଗତ ହେବାକୁ ଥିବା ବିଭିନ୍ନ ବିଲକୁ କ୍ୟାବିନେଟରେ ଉପସ୍ଥାପନ କରାଯାଇପାରେ। ଏହି କ୍ୟାବିନେଟ ବୈଠ୍ ସରିଲା ପରେ ମନ୍ତ୍ରୀ ପରିଷଦ ବୈଠକ ବସିବା ନେଇ ମଧ୍ୟ କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧୩ ତାରିଖରୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତେଣୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ସମେତ ବିଧାନସଭାରେ ଆଗତ ହେବାକୁ ଥିବା ବିଭିନ୍ନ ବିଲକୁ କ୍ୟାବିନେଟରେ ଉପସ୍ଥାପନ କରାଯାଇପାରେ। ଏହି କ୍ୟାବିନେଟ ବୈଠ୍ ସରିଲା ପରେ ମନ୍ତ୍ରୀ ପରିଷଦ ବୈଠକ ବସିବା ନେଇ ମଧ୍ୟ କାର୍ଯ୍ୟକ୍ରମ ରହିଛି।






More Stories
ନୂଆ ରୂପ ନେବ ରାଜ୍ୟର ସବୁ ବସ୍ଷ୍ଟାଣ୍ଡ…..
୧୦ ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍ ମୋହର…..
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..