ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଜାରି ରହିଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୪୧ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ୍ ଆଦମୀ ପାର୍ଟି(ଆପ୍) ୨୯ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ସମସ୍ତ ୭୦ ଆସନରେ ପଛୁଆ ରହିଛି। ଗତ ୫ ତାରିଖରେ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଭୋଟଗ୍ରହଣ ହୋଇଥିଲା।






More Stories
ଆଜି ସଂସଦରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ…..
ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ,ଶପଥ ନେଲେ ମୁଖ୍ୟମନ୍ତ୍ରୀ….
୨ ଆତଙ୍କୀ ନିହତ…..