ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ସର୍ବକାଳୀନ ରେକର୍ଡ଼ ଭାଙ୍ଗିଛି ସୁନାଦର। ୨୪ କ୍ୟାରେଟ୍ ସୁନା ଦାମ୍ ୮୭୦ ଟଙ୍କା ବୃଦ୍ଧି ପାଇଥିବାବେଳେ ୨୨ କ୍ୟାରେଟ୍ ସୁନା ୮୦୦ ଟଙ୍କା ବଢିଛି। ମଙ୍ଗଳବାର ୨୪ କ୍ୟାରେଟ୍ ସୁନା ଦାମ୍ ୮୭ ହଜାର ୯୩୦ ଟଙ୍କାରେ ପହଞ୍ଚିଛି ଏବଂ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୦ ହଜାର ୬୦୦ ଟଙ୍କା ହୋଇଛି। ସେହିପରି ୧୮ କ୍ୟାରେଟ୍ ସୁନାର ମୂଲ୍ୟ ୬୫ ହଜାର ୯୫୦ ଟଙ୍କାରେ ପହଞ୍ଚିଛି, ଯାହା ସୋମବାର ୬୫ ହଜାର ୨୯୦ ଟଙ୍କା ଥିଲା। ଅପରପକ୍ଷେ, କିଲୋ ପ୍ରତି ୯୫ ହଜାର ୩୩୭ ଟଙ୍କାରେ ପହଞ୍ଚିଛି ରୂପା ଦର।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..