ରିପୋର୍ଟ କାର୍ଡ / ଭୁବନେଶ୍ବର
ବିଧାନସଭାରେ ଏଣିକି ଆଉ କାଗଜ ନୁହେଁ ଲାଗିଲା ଟ୍ୟାବ। ପେପର ଧରି ନୁହେଁ ଏଥର ଟ୍ୟାବ୍ରେ ପଢ଼ିବେ ବିଧାୟକ |୧୪୭ ବିଧାୟକଙ୍କ ଟେବଲ୍ରେ ଏହି ଟ୍ୟାବ୍ ଲାଗିଛି। ବିନା କାଗଜରେ ପ୍ରଶ୍ନୋତ୍ତର କିମ୍ବା ପ୍ରସ୍ତାବ ପଢ଼ିବେ ବିଧାୟକ। ସୂଚନାଯୋଗ୍ୟ, ଗୁରୁବାର ଠାରୁ ବିଧାନସଭାର ବଜେଟ ଅଧିବେଶନ। ଏନେଇ ଆଜି ସର୍ବଦଳୀୟ ବୈଠକ ବସୁଛି । ବାଚସ୍ପତି ସୁରମା ପାଢୀଙ୍କ ଅଧକ୍ଷତାରେ ବୈଠକ ବସିବ। ଗୃହକୁ ସୁପରିଚାଳନା ନେଇ ଆଲୋଚନା କରିବେ ବାଚସ୍ପତି। ଏଥର ଦୁଇଟି ପର୍ୟ୍ୟାୟରେ ବଜେଟ ଅଧିବେଶନ ହେବ।
More Stories
‘Gen-Z ବଞ୍ଚାଇବ ସମ୍ବିଧାନ: ରାହୁଲ…..
ଶ୍ରୀମୟୀଙ୍କ ପାଇଁ ବାହାରିଲେ ଦେବାଶିଷ…..
ରେଡ଼ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଶୁଭମିତ୍ରାଙ୍କ ମର୍ଡର କେସ……