ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମେଘାଳୟର ଚନ୍ଦ୍ର ମୋହନ ଝା ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା ଓ ଅନ୍ୟାନ୍ୟ ତ୍ରୁଟିକୁ ନେଇ ୨୦୧୪ ମସିହାରେ ଅନୁଷ୍ଠାନକୁ ବନ୍ଦ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ବଜାୟ ରଖି ସୁପ୍ରିମକୋର୍ଟ ଗୁରୁବାର ଏହାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ପିଏସ୍ ନରସିଂହ ଓ ଜଷ୍ଟିସ୍ ସନ୍ଦୀପ ମେହେଟ୍ଟାଙ୍କୁ ନେଇ ଗଠିତ ଖଣ୍ଡପୀଠ କୁଳପତି ନିଯୁକ୍ତି ପାଇଁ ସିଏମଜେ ବିଶ୍ୱବିଦ୍ୟାଳୟ ଆଇନର ଧାରା ୧୪(୧) ଅନୁଯାୟୀ ନିର୍ଦ୍ଧାରିତ ପ୍ରକ୍ରିୟାକୁ ଠିକ୍ ଭାବେ ପାଳନ କରାଯାଉ ନାହିଁ ବୋଲି କହିଛନ୍ତି। ମେଘାଳୟର ଚନ୍ଦ୍ର ମୋହନ ଝା ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା ଓ ଅନ୍ୟାନ୍ୟ ତ୍ରୁଟିକୁ ନେଇ ୨୦୧୪ ମସିହାରେ ଅନୁଷ୍ଠାନକୁ ବନ୍ଦ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ବଜାୟ ରଖି ସୁପ୍ରିମକୋର୍ଟ ଗୁରୁବାର ଏହାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ପିଏସ୍ ନରସିଂହ ଓ ଜଷ୍ଟିସ୍ ସନ୍ଦୀପ ମେହେଟ୍ଟାଙ୍କୁ ନେଇ ଗଠିତ ଖଣ୍ଡପୀଠ କୁଳପତି ନିଯୁକ୍ତି ପାଇଁ ସିଏମଜେ ବିଶ୍ୱବିଦ୍ୟାଳୟ ଆଇନର ଧାରା ୧୪(୧) ଅନୁଯାୟୀ ନିର୍ଦ୍ଧାରିତ ପ୍ରକ୍ରିୟାକୁ ଠିକ୍ ଭାବେ ପାଳନ କରାଯାଉ ନାହିଁ ବୋଲି କହିଛନ୍ତି।






More Stories
ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ…..
ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଗିରଫ…..
କୌଣସି ଲକ୍ଡାଉନ୍ ହେବନି…..