ରିପୋର୍ଟ କାର୍ଡ / ଦେବଗଡ଼
ଲାଞ୍ଚ ନେବା ବେଳେ ମହିଳା କନିଷ୍ଠ କିରାଣି ଭିଜିଲାନ୍ସ ହାତରେ ଧାରା ପଡିଛନ୍ତି । ଏହି ମାମଲାରେ ଦେବଗଡ଼ ମହାବିଦ୍ୟାଳୟର କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନଙ୍କୁ ଗିରଫ କରିଛି ଭିଜିଲାନ୍ସ। ସାର୍ଟିଫିକେଟ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦେବଗଡ଼ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ଭାଲିଆଡିହି ଗ୍ରାମର ଶକ୍ତିମାନ ରଣାଙ୍କ ଯୁକ୍ତ ୨ ସାର୍ଟିଫିକେଟ ନଷ୍ଟ ହୋଇଯାଇଥିଲା। ନୂତନ ସାର୍ଟିଫିକେଟ ପାଇଁ ଆବେଦନ କରିଥିବା ବେଳେ କନିଷ୍ଠ କିରାଣି ତାଙ୍କୁ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ନଗଦ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏଣେ କାର୍ଯ୍ୟାଳୟ ଭିତରୁ କନିଷ୍ଠ କିରାଣିଙ୍କୁ ଗିରଫ କରିଛି ଭିଜିଲାନ୍ସ । ସାର୍ଟିଫିକେଟ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଦେବଗଡ଼ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ଭାଲିଆଡିହି ଗ୍ରାମର ଶକ୍ତିମାନ ରଣାଙ୍କ +୨ ସାର୍ଟିଫିକେଟ ନଷ୍ଟ ହୋଇଯାଇଥିଲା। ନୂତନ ସାର୍ଟିଫିକେଟ ପାଇଁ ଆବେଦନ କରିଥିବା ବେଳେ କନିଷ୍ଠ କିରାଣି ତାଙ୍କୁ ୧୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ନଗଦ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କନିଷ୍ଠ କିରାଣି ମଞ୍ଜୁଳା ପ୍ରଧାନଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏଣେ କାର୍ଯ୍ୟାଳୟ ଭିତରୁ କନିଷ୍ଠ କିରାଣିଙ୍କୁ ଗିରଫ କରିଛି ଭିଜିଲାନ୍ସ ।






More Stories
କଂଗ୍ରେସ କାର୍ଯ୍ୟାଳୟରେ ପଶିଲା ପୋଲିସ…..
୩ରେ ପ୍ରଚାର କରିବେ ନବୀନ…..
ମନ୍ଥା ମୁକାବିଲା ପାଇଁ ବିଏମ୍ସି ପ୍ରସ୍ତୁତ…..