ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି । ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..