ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜଧାନୀରେ ପୋଲିସ ଏନ୍କାଉଣ୍ଟର କରିଛି । ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରରେ ଆନଃରାଜ୍ୟ ଲୁଟେରାକୁ ଏନ୍କାଉଣ୍ଟର କରିଛି ପୋଲିସ। ଏହି ଏନ୍କାଉଣ୍ଟରରେ ଆପାର୍ଟମେଣ୍ଟ ଲୁଟେରା ଅର୍ଜ୍ଜୁନ ଅନାରେ ଆହତ ହୋଇଛନ୍ତି। ତାଙ୍କ ବାମପଟ ଆଣ୍ଠୁରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।






More Stories
ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତ…..
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..