ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ଵର ଏମ୍ସ ହସ୍ପିଟାଲରେ ସିବିଆଇ ଚଢାଉ ହୋଇଛି। ନିଯୁକ୍ତିରେ ଅନିୟମିତତା ଅଭିଯୋଗରେ ବୁଧବାର ଏହି ଚଢାଉ କରାଯାଇଥିବା ଜଣାପଡ଼ିଛି। ଜାଲ୍ କାଗଜପତ୍ରରେ ବିଭିନ୍ନ ପଦପଦବୀରେ ନିଯୁକ୍ତି ମିଳିଥିବା ଅଭିଯୋଗ ପରେ ସିବିଆଇ ପକ୍ଷରୁ ଯାଞ୍ଚ କରାଯାଇଥିଲା। ଏହାପରେ ନିଯୁକ୍ତିରେ ଅନିୟମିତତା ହୋଇଥିବା ସିବିଆଇ ଜାଣିବାକୁ ପାଇଥିଲା। ପଦକ୍ଷେପସୂରୁପ ଆଜି ଭୁବନେଶ୍ଵର ସିବିଆଇର ୯ ଜଣିଆ ଟିମ୍ ଏମ୍ସରେ ଚଢାଉ ଜାରି ରଖିଛନ୍ତି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….