ରିପୋର୍ଟ କାର୍ଡ / ଭୁବନେଶ୍ୱର
ଜାତୀୟ ମାନବ ଅଧିକାର ଆୟୋଗ(ଏନଏଚଆରସି) ପକ୍ଷରୁ କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ନିର୍ଦେଶ ଦିଆଯାଇଛି। ଏକ ଟିମ ଗଠନ କରି କିଟ ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଜି ଇନଭେଷ୍ଟିଗେସନଙ୍କୁ ଏନଏଚଆରସି ନିର୍ଦେଶ ଦେଇଛି। ଏହି ଟିମ ବିଶ୍ୱବିଦ୍ୟାୟର ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ଏବଂ ୧୦ ମାର୍ଚ୍ଚ ସୁଦ୍ଧା ତଦନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଜାରି ହୋଇଛି। ଏନଏଚଆରସି ତଦନ୍ତ ସମୟରେ କିଟ ବିଶ୍ୱବିଦ୍ୟାଳୟ କୁଳସଚିବ ସହାୟତା ପ୍ରଦାନ କରିବାକୁ ଏନଏଚଆରସିି ନିର୍ଦେଶ ଦେଇଥିବା ସୂଚନା ମିଳିଛି।






More Stories
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……
ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ…..