ରିପୋର୍ଟ କାର୍ଡ / ଭୁବନେଶ୍ବର
ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ ବୋଲି ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି।।ଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବିଲ ଦେଇ ନ ଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଯିବାକୁ ନିର୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ୍ ନ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ବୋଲି ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।
More Stories
ଘୋଷଯାତ୍ରା ବେଳକୁ ସରିବ ଗୁଣ୍ଡିଚା ମନ୍ଦିର ରୋଷ ଘର କାମ…..
ଏଣିକି ଯୁକ୍ତ ଦୁଇ ପରେ ପଢି ପାରିବେ ବିଏଡ୍…..
ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କଲା ବାପା….