ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତୀୟ ବାୟୁସେନାର ଏକ ଜାଗୁଆର ବିମାନ ଆଜି ଅମ୍ବାଲାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ନିୟମିତ ପ୍ରଶିକ୍ଷଣ ସମୟରେ ସିଷ୍ଟମରେ ତ୍ରୁଟି ଦେଖାଦେବାରୁ ଏହି ଦୁର୍ଘଟଣା ଘଟିଛି। ସୁରକ୍ଷିତ ଭାବେ ବାହାରକୁ ବାହାରିବା ପୂର୍ବରୁ ପାଇଲଟ ବିମାନଟିକୁ ସ୍ଥଳଭାଗରେ ଥିବା ବସ୍ତିରୁ ଦୂରେଇ ନେଇଥିଲେ। ଦୁର୍ଘଟଣାର କାରଣ ଜାଣିବା ପାଇଁ ଭାରତୀୟ ବାୟୁସେନା ତଦନ୍ତ ନିର୍ଦ୍ଦେଶ ଦେଇଛି।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….