ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ “କଳିଙ୍ଗ ସୁପର କପ୍” ଫୁଟବଲ ଟୁର୍ଣ୍ଣାମେଣ୍ଟର ଆୟୋଜନ କରାଯିବ। କଳିଙ୍ଗ ଷ୍ଟାଡିୟମ ଠାରେ “କଳିଙ୍ଗ ସୁପର କପ୍” ଫୁଟବଲ ଟୁର୍ଣ୍ଣାମେଣ୍ଟ ଖେଳାଯିବ। ଏହି ପ୍ରତିଯୋଗିତା ଆସନ୍ତା ୧୮ ଏପ୍ରିଲ ଠାରୁ ଆରମ୍ଭ ହୋଇ ୨୮ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଅଲ ଇଣ୍ଡିଆ ଫୁଟବଲ ଫେଡ଼େରେସନ ତରଫରୁ ସୂଚନା ଦିଆଯାଇଛି।






More Stories
ଭି.କେ. ପାଣ୍ଡିଆନଙ୍କୁ ନୋଟିସ୍ ଜାରି କଲା ପୋଲିସ…..
ସୋନମ ୱାଙ୍ଗଚୁକ୍ ଅନଶନ ସମାପ୍ତ କରିବାକୁ ରଖିଲେ ସର୍ତ୍ତ…..
ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ…..