ରିପୋର୍ଟ କାର୍ଡ / ଭୁବନେଶ୍ଵର
ଗୁରୁବାର ବିଧାନସଭା ଆରମ୍ଭରୁ ହିଁ ପ୍ରବଳ ହଟ୍ଟଗୋଳ ଦେଖାଦେଇଛି। ପୋଲାଭରମ ପ୍ରସଙ୍ଗରେ ଆଲୋଚନା ଦାବି କରି ବିଜେଡି ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଛି। କଂଗ୍ରେସ ମଧ୍ୟ ରାଜ୍ୟରେ ନାରୀସୁରକ୍ଷାକୁ ପ୍ରସଙ୍ଗ କରି ଗୃହ ବାହାରେ ମୁହଁରେ କଳାପଟି ବାନ୍ଧି ଧାରଣା ଦେଇଛି | ଫଳରେ ଗୃହକୁ ସାଢେ ୧୧ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ।






More Stories
ବିଦ୍ୟୁତ୍ ଉପଭୋକ୍ତାଙ୍କ ପାଇଁ ବଡ଼ ଘୋଷଣା…..
ଜଳିଗଲା ବସ୍,୧୦ ମୃତ……
ରାଜା ଚକ୍ର ସମେତ ୧୧ ଅଭିଯୁକ୍ତଙ୍କ ନାଁରେ ଇଡି ଚାର୍ଜସିଟ୍…..