ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ଲୋକସେବା ଆୟାଗ ଦ୍ବାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍ (ଓଜେଏସ୍) ୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ପୁଅଙ୍କ ଅପେକ୍ଷା ଝିଅମାନେ ଭଲ ପ୍ରଦର୍ଶନ କରିଛନ୍ତି । ସମୁଦାୟ ୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ୨୪ ଜଣ ଝିଅ ପରୀକ୍ଷାର୍ଥୀ ଅଛନ୍ତି । ସୋମେଶ ରଣବିଜୁଳି ଓଜେଏସ୍-୨୦୨୩ ଟପ୍ପର ହୋଇଛନ୍ତି । ତାଲିକାରେ ଅରୁଣିମା ପତି ଦ୍ବିତୀୟ ଓ ପାଏଲ ଅତ୍ତା ତୃତୀୟ ସ୍ଥାନରେ ଅଛନ୍ତି ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..