ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ ନନ୍ଦନକାନନ ପର୍ଯ୍ୟନ୍ତ ଏହି ଏଲିଭେଟେଡ୍ ରୋଡ୍ ହେବ। ୨୭୦୦ କୋଟି ଟଙ୍କା ବ୍ୟୟବରାଦରେ ଏଲିଭେଟେଡ ରୋଡ ହେବ। ଏପ୍ରିଲ ଶେଷ ସୁଦ୍ଧା କାମ ଆରମ୍ଭ ହେବ, ସବୁ ଛକରେ ରହିବ ବାଇପାସ ରୋଡ୍।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..