ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୁବକଙ୍କ ଚାପି ଦେଲା କଲେଜ ବସ୍। କଲେଜ ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ଭୁବନେଶ୍ଵର ଘାଟିକିଆ ନୂଆଗାଁ ରାସ୍ତାରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘରୋଇ କଲେଜ ବସ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଏହାପରେ ଦୁର୍ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ୍ କରିଥିବା ଦେଖିବାକୁ ମିଳିଛି। ପରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ଜାରି ରଖିଛି।






More Stories
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..