ରିପୋର୍ଟ କାର୍ଡ / ଭୁବନେଶ୍ୱର
ନାରୀ ସୁରକ୍ଷା ନେଇ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁଁ ବାରମ୍ବାର ଗୃହ ମୁଲତବି ହୋଇଛି। ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁଁ ଅପରାହ୍ଣ ୪ଟା ଯାଏଁ ବାଚସ୍ପତି ବିଧାନସଭାକୁ ମୁଲତବି ରଖିଛନ୍ତି। । ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରି କଂଗ୍ରେସର ପ୍ରତିବାଦ କରିଥିବାବେଳେ ଗୃହ ମଧ୍ୟଭାଗକୁ ଆସି କଂଗ୍ରେସ ସଦସ୍ୟଙ୍କ ନାରାବାଜି ପ୍ରଦର୍ଶନ କରିଥିଲେ।






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……