ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀ ସୁଶାନ୍ତ ସାମଲଙ୍କୁ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ଗିରଫ କରିଛି। ସୁଶାନ୍ତ ରାଜା ଚକ୍ରଙ୍କ କୋଟି କୋଟି ଟଙ୍କା ବିଭିନ୍ନ ସ୍ଥାନରେ ଲୁଚାଇ ରଖିବାରେ ସହଯୋଗ କରିଥିଲେ। ବେନାମୀ ସମ୍ପତ୍ତି ବିନିଯୋଗ କରିବା ସହିତ ଅର୍ଥ ହେରଫେରରେ ସୁଶାନ୍ତ ଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ତାଙ୍କୁ ଗିରଫ କରିଛି। ସୁଶାନ୍ତଙ୍କୁ ଆଜି କୋର୍ଟ ଚାଲାଣ ପରେ ରିମାଣ୍ଡ ଆବେଦନ କରିପାରେ ଇଓଡବ୍ଲୁ। ସେପଟେ ରାଜା ଚକ୍ରଙ୍କ ସହ ଅନ୍ୟ ଦୁଇ ଜଣଙ୍କୁ ୩ ଦିନିଆ ରିମାଣ୍ଡରେ ଆଣି ଇଓଡବ୍ଲୁ ପଚରାଉଚରା କରୁଥିବା ଜଣାପଡିଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..