ରିପୋର୍ଟ କାର୍ଡ / ଭୁବନେଶ୍ଵର
୨୦୨୬-୨୭ ଶିକ୍ଷାବର୍ଷରେ ନୂଆ ସିଲାବସ୍ ଲାଗୁ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଏନଇପି ଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ଗଠନ ହୋଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସିଲାବସ୍ ବଦଳିବ। ଭାଷା, ସଂସ୍କୃତି ଏବଂ ଐୗତିହ୍ୟକୁ ଆଧାର କରି ନୂଆ ସିଲାବସ୍ ଆସିବ। କମିଟି ତର୍ଜମା କରୁଛି , ରାଜ୍ୟ ପାଇଁ ଯାହା ଠିକ୍ ହେବ ତାହା ସ୍ଥାନ ପାଇବ।





More Stories
ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଗକୁ ବଢ଼ଛି…..
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫……
ଶଙ୍କରକୁ ଭୁବନେଶ୍ଵର ଆଣିଲା କ୍ରାଇମବ୍ରାଞ୍ଚ……