ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ଏଥିରେ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ନାମରେ ଏକ ସ୍ୱୟଂଶାସିତ ସଂସ୍ଥା ଗଠନ କରାଯିବା ସହ ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ।





More Stories
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି…..
ଛାତ୍ର ସଂସଦ ନିର୍ବାଚନ:ଖର୍ଚ୍ଚରେ ଲାଗିଲା କଟକଣା…..