ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଛତିଶଗଡରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଦନ୍ତେଓ୍ବାଡା ଏବଂ ବିଜାପୁର ଜିଲ୍ଲା ସୀମାନ୍ତରେ ଏହି ଏନକାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ହାର୍ଡକୋର୍ ମାଓବାଦୀ ନିହତ ହୋଇଛନ୍ତି। ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ଜବତ ହୋଇଛି।
More Stories
ବିକଶିତ ଭାରତ ପାଇଁ Gen-Zଙ୍କ ସହଯୋଗ ଏବଂ ସମର୍ଥନ ଆବଶ୍ୟକ…..
ଆସନ୍ତାକାଲି ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବେ ମୋଦୀ…..
ଓଲଟିଲା ଟ୍ରକ୍;ଆଖି ବୁଜିଲେ ୧୨ ଯାତ୍ରୀ…..